ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁ ହିଁ ରାଜା} [PS] ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; [QBR] ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; [QBR] ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ। [QBR]
2. ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; [QBR] ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ। [QBR]
3. ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି, [QBR] ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି; [QBR] ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି। [QBR]
4. ଜଳରାଶିର ଧ୍ୱନି ଓ [QBR] ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା [QBR] ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ। [QBR]
5. ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; [QBR] ହେ ସଦାପ୍ରଭୁ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 93 / 150
ଗୀତସଂହିତା 93:54
ସଦାପ୍ରଭୁ ହିଁ ରାଜା 1 ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ। 2 ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ। 3 ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି। 4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ। 5 ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୁ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 93 / 150
Common Bible Languages
West Indian Languages
×

Alert

×

oriya Letters Keypad References