ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସଦାପ୍ରଭୁ ହିଁ ଜଗତର ଶାସନକର୍ତ୍ତା } [QS]
2. [PS]*ଗୀତ। *[PE][PBR]ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; *[PE][QS]କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; [QE][QS]ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। *[PE][QS]ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; [QE][QS]ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି। [QE]
3. [QS]ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; [QE][QS]ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି। [QE]
4. [QS]ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; [QE][QS]ଉଚ୍ଚ ଧ୍ୱନି କର, ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର। [QE]
5. [QS]ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ [QE][QS]ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର। [QE]
6. [QS]ତୂରୀ ଓ ଭେରୀ ନାଦରେ [QE][QS]ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର। [QE]
7. [QS]ସମୁଦ୍ର ଓ ତହିଁର ପୂର୍ଣ୍ଣତା, [QE][QS]ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ; [QE]
8. [QS]ନଦ-ନଦୀଗଣ କରତାଳି ଦେଉନ୍ତୁ; [QE][QS]ପର୍ବତଗଣ ଏକସଙ୍ଗେ ଆନନ୍ଦଗାନ କରନ୍ତୁ; [QE]
9. [QS]ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, [QE][QS]କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; [QE][QS]ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 98 / 150
ସଦାପ୍ରଭୁ ହିଁ ଜଗତର ଶାସନକର୍ତ୍ତା 1 2 *ଗୀତ। *ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; *କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। *ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି। 3 ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି। 4 ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚ ଧ୍ୱନି କର, ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର। 5 ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର। 6 ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର। 7 ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ; 8 ନଦ-ନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକସଙ୍ଗେ ଆନନ୍ଦଗାନ କରନ୍ତୁ; 9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 98 / 150
×

Alert

×

Oriya Letters Keypad References