1. {ସଦାପ୍ରଭୁ ହିଁ ଜଗତର ଶାସନକର୍ତ୍ତା} PS ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର;
କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। |
3. ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି;
ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି। |
4. ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର;
ଉଚ୍ଚ ଧ୍ୱନି କର, ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର। |
9. ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ,
କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ। PE |