ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସଦାପ୍ରଭୁ ହିଁ ରାଜାଧିରାଜ } [QS]ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; [QE][QS]ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ। [QE]
2. [QS]ସଦାପ୍ରଭୁ ସିୟୋନରେ ମହାନ ଓ [QE][QS]ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ। [QE]
3. [QS]ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; [QE][QS]ସେ ପବିତ୍ର ଅଟନ୍ତି। [QE]
4. [QS]ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; [QE][QS]ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, [QE][QS]ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ। [QE]
5. [QS]ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର [QE][QS]ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; [QE][QS]ସେ ପବିତ୍ର ଅଟନ୍ତି। [QE]
6. [QS]ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ [QE][QS]ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; [QE][QS]ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ। [QE]
7. [QS]ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; [QE][QS]ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ। [QE]
8. [QS]ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। [QE][QS]ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ [QE][QS]ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ। [QE]
9. [QS]ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର [QE][QS]ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; [QE][QS]କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 99 / 150
ସଦାପ୍ରଭୁ ହିଁ ରାଜାଧିରାଜ 1 ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ। 2 ସଦାପ୍ରଭୁ ସିୟୋନରେ ମହାନ ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ। 3 ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି। 4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ। 5 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି। 6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ। 7 ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ। 8 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ। 9 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 99 / 150
×

Alert

×

Oriya Letters Keypad References