ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
2. ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
3. ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
4. ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ଵିତୀୟ, ତାହାଙ୍କର (ଧନ୍ୟବାଦ କରନ୍ତ)ଣଗୀତ.୭୨:୧୮ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
5. ଯେ ବୁଦ୍ଧିରେ ଆକାଶମଣ୍ତଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ)
6. ଯେ ଭୂମଣ୍ତଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ) ଯିରି.୧୦:୧୨ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
7. ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
8. ଦିବସରେ କର୍ତ୍ତୃତ୍ଵ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
9. ରାତ୍ରିରେ କର୍ତ୍ତୃତ୍ଵ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
10. ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ଵାରା) ମିସରକୁ ଆଘାତ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
11. ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
12. ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ଵାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
13. ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
14. ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
15. ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
16. ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
17. ଯେ ମହାରାଜଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
18. ପରାକ୍ରା; ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
19. ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
20. ପୁଣି, ବାଶନର ରାଜା ଓଗ୍କୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
21. ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
22. ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
23. ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
24. ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
25. ସବୁ ପ୍ରାଣୀକି ଆହାର ଦିଅନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
26. ସ୍ଵର୍ଗର ପରମେଶ୍ଵରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।

Notes

No Verse Added

Total 150 Chapters, Current Chapter 136 of Total Chapters 150
ଗୀତସଂହିତା 136
1. ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
2. ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
3. ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
4. ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ଵିତୀୟ, ତାହାଙ୍କର (ଧନ୍ୟବାଦ କରନ୍ତ)ଣଗୀତ.୭୨:୧୮ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
5. ଯେ ବୁଦ୍ଧିରେ ଆକାଶମଣ୍ତଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ)
6. ଯେ ଭୂମଣ୍ତଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ) ଯିରି.୧୦:୧୨ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
7. ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
8. ଦିବସରେ କର୍ତ୍ତୃତ୍ଵ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
9. ରାତ୍ରିରେ କର୍ତ୍ତୃତ୍ଵ କରିବା ପାଇଁ ଚନ୍ଦ୍ର ତାରାଗଣ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
10. ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ଵାରା) ମିସରକୁ ଆଘାତ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
11. ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
12. ବଳବାନ ହସ୍ତ ବିସ୍ତୃତ ବାହୁ ଦ୍ଵାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
13. ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
14. ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
15. ମାତ୍ର ଫାରୋ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
16. ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
17. ଯେ ମହାରାଜଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
18. ପରାକ୍ରା; ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
19. ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
20. ପୁଣି, ବାଶନର ରାଜା ଓଗ୍କୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
21. ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
22. ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
23. ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
24. ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
25. ସବୁ ପ୍ରାଣୀକି ଆହାର ଦିଅନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
26. ସ୍ଵର୍ଗର ପରମେଶ୍ଵରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ
Total 150 Chapters, Current Chapter 136 of Total Chapters 150
×

Alert

×

oriya Letters Keypad References