3. ସଦାପ୍ରଭୁ ଯେ ପରମେଶ୍ଵର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ ।
|
4. ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ଵାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର ।
|