1. ଗୀତ: କୋରହ-ସନ୍ତାନମାନଙ୍କର ଗୀତ । ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ ।
|
8. ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ ଦେଖିଅଛୁ; ପରମେଶ୍ଵର ଅନନ୍ତକାଳ ତାହା ସୁସ୍ଥିର କରିବେ । ସେଲା
|
10. ହେ ପରମେଶ୍ଵର, ଯେପରି ତୁମ୍ଭର ନାମ, ସେପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରା; ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ ।
|
13. ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର ।
|
14. କାରଣ ଏହି ପରମେଶ୍ଵର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ସେ ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ ।
|