1. ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ଵିତ; ସଦାପ୍ରଭୁ ବସ୍ତ୍ରାନ୍ଵିତ ହୋଇ ବଳରେ ଆପଣା କଟି ବାନ୍ଧିଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ ।
|
3. ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ଵନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି ।
|