1. ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ଵରରେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର ।
|
4. ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ଵରୂପ । ଣ ସେଲା
|
6. ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର ।
|
9. ଅବ୍ରହାମର ପରମେଶ୍ଵରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି । କାରଣ ପୃଥିବୀର ଢାଲସବୁ ପରମେଶ୍ଵରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି ।
|