ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ଆରୋହଣ ଗୀତ, ଦାଉଦଙ୍କ ରଚିତ । ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!
2. ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ଵରୂପ, ଯାହା ଦାଢ଼ିରେ, ଅର୍ଥାତ୍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା ।
3. ତାହା ହର୍ମୋଣର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ । କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନ; ଜୀବନ ଆଜ୍ଞା କଲେ ।

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 133 / 150
1 ଆରୋହଣ ଗୀତ, ଦାଉଦଙ୍କ ରଚିତ । ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର! 2 ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ଵରୂପ, ଯାହା ଦାଢ଼ିରେ, ଅର୍ଥାତ୍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା । 3 ତାହା ହର୍ମୋଣର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ । କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନ; ଜୀବନ ଆଜ୍ଞା କଲେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 133 / 150
×

Alert

×

Oriya Letters Keypad References