ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ ଗୀତ । ଦେଖ, ହେ ସଦାପ୍ରଭୁଙ୍କ ଦାସ- ସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର ।
2. ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର ।
3. ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 134 / 150
ଗୀତସଂହିତା 134:38
1 ଆରୋହଣ ଗୀତ । ଦେଖ, ହେ ସଦାପ୍ରଭୁଙ୍କ ଦାସ- ସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର । 2 ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର । 3 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 134 / 150
Common Bible Languages
West Indian Languages
×

Alert

×

oriya Letters Keypad References