ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ-ଗୀତ । ସଦାପ୍ରଭୁ ସିୟୋନର ଦାସତ୍ଵାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ଵପ୍ନଦର୍ଶକ-ମାନଙ୍କ ପରି ଥିଲୁ ।
2. ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ଵା ଗାୟନରେ ପରିପୂର୍ଣ୍ଣ ହେଲା;
3. ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ ।
4. ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ଵାବସ୍ଥା ପରିବର୍ତ୍ତନ କର ।
5. ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ ।
6. ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 126 / 150
1 ଆରୋହଣ-ଗୀତ । ସଦାପ୍ରଭୁ ସିୟୋନର ଦାସତ୍ଵାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ଵପ୍ନଦର୍ଶକ-ମାନଙ୍କ ପରି ଥିଲୁ । 2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ଵା ଗାୟନରେ ପରିପୂର୍ଣ୍ଣ ହେଲା; 3 ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ । 4 ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ଵାବସ୍ଥା ପରିବର୍ତ୍ତନ କର । 5 ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ । 6 ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 126 / 150
×

Alert

×

Oriya Letters Keypad References