ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
2. ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
3. ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
4. ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ଵିତୀୟ, ତାହାଙ୍କର (ଧନ୍ୟବାଦ କରନ୍ତ)ଣଗୀତ.୭୨:୧୮ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
5. ଯେ ବୁଦ୍ଧିରେ ଆକାଶମଣ୍ତଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ)
6. ଯେ ଭୂମଣ୍ତଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ) ଯିରି.୧୦:୧୨ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
7. ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
8. ଦିବସରେ କର୍ତ୍ତୃତ୍ଵ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
9. ରାତ୍ରିରେ କର୍ତ୍ତୃତ୍ଵ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
10. ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ଵାରା) ମିସରକୁ ଆଘାତ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
11. ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
12. ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ଵାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
13. ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
14. ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
15. ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
16. ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
17. ଯେ ମହାରାଜଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
18. ପରାକ୍ରା; ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
19. ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
20. ପୁଣି, ବାଶନର ରାଜା ଓଗ୍କୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
21. ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
22. ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
23. ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
24. ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
25. ସବୁ ପ୍ରାଣୀକି ଆହାର ଦିଅନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
26. ସ୍ଵର୍ଗର ପରମେଶ୍ଵରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 136 / 150
1 ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 2 ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 3 ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 4 ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ଵିତୀୟ, ତାହାଙ୍କର (ଧନ୍ୟବାଦ କରନ୍ତ)ଣଗୀତ.୭୨:୧୮ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 5 ଯେ ବୁଦ୍ଧିରେ ଆକାଶମଣ୍ତଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ) 6 ଯେ ଭୂମଣ୍ତଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ) ଯିରି.୧୦:୧୨ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 7 ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 8 ଦିବସରେ କର୍ତ୍ତୃତ୍ଵ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 9 ରାତ୍ରିରେ କର୍ତ୍ତୃତ୍ଵ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 10 ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ଵାରା) ମିସରକୁ ଆଘାତ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 11 ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
12 ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ଵାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
13 ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 14 ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 15 ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 16 ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 17 ଯେ ମହାରାଜଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 18 ପରାକ୍ରା; ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 19 ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 20 ପୁଣି, ବାଶନର ରାଜା ଓଗ୍କୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 21 ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 22 ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 23 ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 24 ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 25 ସବୁ ପ୍ରାଣୀକି ଆହାର ଦିଅନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 26 ସ୍ଵର୍ଗର ପରମେଶ୍ଵରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 136 / 150
×

Alert

×

Oriya Letters Keypad References