ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ଆରୋହଣ-ଗୀତ । ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ ।
2. କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;
3. ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;
4. ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ ।
5. ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ;
6. ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ ।

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 128 / 150
1 ଆରୋହଣ-ଗୀତ । ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ । 2 କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; 3 ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; 4 ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ । 5 ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; 6 ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 128 / 150
×

Alert

×

Oriya Letters Keypad References