ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରିବ?
2. ଯେଉଁ ଜନ ସରଳାଚରଣ ଓ ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ ।
3. ଯେ ଆପଣା ଜିହ୍ଵାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ ।
4. ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ । ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ ।
5. ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ । ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 15 / 150
1 ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରିବ? 2 ଯେଉଁ ଜନ ସରଳାଚରଣ ଓ ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ । 3 ଯେ ଆପଣା ଜିହ୍ଵାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ । 4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ । ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ । 5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ । ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 15 / 150
×

Alert

×

Oriya Letters Keypad References