ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର ।
2. କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 117 / 150
1 ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର । 2 କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 117 / 150
×

Alert

×

Oriya Letters Keypad References