ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ
1. ବିନ୍ୟାମୀନ ଆପଣା ଜ୍ୟେଷ୍ଠ ବେଲା, ଦ୍ଵିତୀୟ ଅସ୍ବେଲ ଓ ତୃତୀୟ ଅହର୍ହ;
2. ଚତୁର୍ଥ ନୋହା, ପଞ୍ଚମ ରାଫାକୁ ଜାତ କଲା ।
3. ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର ଓ ଗେରା ଓ ଅବୀହୂଦ
4. ଓ ଅବୀଶୟ ଓ ନାମାନ୍ ଓ ଆହୋହ
5. ଓ ଗେରା ଓ ଶଫୂଫନ୍ ଓ ହୂରମ୍ ।
6. ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତକୁ ନିଆଯାଇ ଥିଲେ ।
7. ଆଉ ସେ ନାମାନ୍, ଅହୀୟ ଓ ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦକୁ ଜାତ କଲା ।
8. ପୁଣି ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍ ଓ ବାରା ତାହାର ଭାର୍ଯ୍ୟା ଥିଲେ ।
9. ପୁଣି ସେ ଆପଣା ଭାର୍ଯ୍ୟା ହୋଦଶ୍ର ଗର୍ଭରେ ଯୋବବ୍ ଓ ସିବୀୟ ଓ ମେଶା ଓ ମଲକମ୍
10. ଓ ଯିୟୂଶ ଓ ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶପ୍ରଧାନ ଥିଲେ ।
11. ଆଉ ସେ ହୂଶୀମ୍ ଗର୍ଭରେ ଆବୀଟୂବ ଓ ଇଲ୍ପାଲକୁ ଜାତ କଲା ।
12. ଆଉ ଇଲ୍ପାଲର ପୁତ୍ର ଏବର୍ ଓ ମିଶୀୟମ୍, ପୁଣି ସମସ୍ତ ଉପନଗର ସମେତ ଓନୋର ଓ ଲୋଦର ପତ୍ତନକାରୀ ଶେମଦ୍
13. ଓ ବରୀୟ ଓ ଶେମା, ଏମାନେ ଅୟାଲୋନ ନିବାସୀମାନଙ୍କର ପିତୃବଂଶପ୍ରଧାନ ଥିଲେ, ଆଉ ଏମାନେ ଗାଥ୍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ ।
14. ପୁଣି ବରୀୟର ପୁତ୍ର ଅହୀୟୋ ଓ ଶାଶକ୍ ଓ ଯିରେମୋତ୍
15. ଓ ସବଦୀୟ ଓ ଅରାଦ୍ ଓ ଏଦର
16. ଓ ମୀଖାୟେଲ ଓ ଯିଶ୍ପା ଓ ଯୋହ;
17. ଆଉ ଇଲ୍ପାଲର ପୁତ୍ର ସବଦୀୟ ଓ ମଶୁଲ୍ଲମ୍ ଓ ହିଷ୍କି ଓ ହେବର
18. ଓ ଯିଷ୍ମରୟ ଓ ଯିଷ୍ଲୀୟ ଓ ଯୋବବ୍ ।
19. ଆଉ ଶିମୀୟିର ପୁତ୍ର ଯାକୀମ୍ ଓ ସିଖ୍ରି ଓ ସବ୍ଦି
20. ଓ ଇଲୀ-ଐନୟ ଓ ସିଲ୍ଲଥୟ ଓ ଇଲୀୟେଲ
21. ଓ ଅଦାୟା ଓ ବରାୟା ଓ ଶିମ୍ରତ୍;
22. ଆଉ ଶାଶକ୍ର ପୁତ୍ର ଯିଶ୍ପନ୍ ଓ ଏବର ଓ ଇଲୀୟେଲ
23. ଓ ଅବଦୋନ୍ ଓ ସିଖ୍ରି ଓ ହାନନ୍
24. ଓ ହନାନୀୟ ଓ ଏଲମ୍ ଓ ଅନ୍ତୋଥୀୟ
25. ଓ ଯିଫଦୀୟ ଓ ପନୁୟେଲ;
26. ଆଉ, ଯିରୋହମର ସନ୍ତାନ ଶମ୍ଶରୟ ଓ ଶହରୀୟ ଓ ଅଥଲୀୟ
27. ଓ ଯାରିଶୀୟ ଓ ଏଲୀୟ ଓ ସିଖ୍ରି;
28. ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ ।
29. ଆଉ ଗିବୀୟୋନର ପିତା ଯିୟେଲ ଗିବୀୟୋନରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା ।
30. ତାହାର ପ୍ରଥମଜାତ ପୁତ୍ର ଅବ୍ଦୋନ୍, ତହୁଁ ସୂର୍ ଓ କୀଶ୍ ଓ ବାଲ୍ ଓ ନାଦବ୍
31. ଓ ଗଦୋର ଓ ଅହୀୟୋ ଓ ସଖର;
32. ପୁଣି ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା । ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ ।
33. ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା ଓ ଶାଉଲ ଯୋନାଥନ ଓ ମଲ୍‍କୀଶୟ ଓ ଅବୀନାଦବ୍ ଓ ଇଶ୍ବାଲକୁ ଜାତ କଲେ ।
34. ପୁଣି ମରୀବ୍ବାଲ୍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ ମୀଖାକୁ ଜାତ କଲା ।
35. ମୀଖାର ପୁତ୍ର ପିଥୋନ୍ ଓ ମେଲକ୍ ଓ ତରେୟ ଓ ଆହସ ।
36. ଆଉ, ଆହସ ଯିହୋୟାଦାକୁ ଜାତ କଲା, ପୁଣି ଯିହୋୟାଦା ଆଲେମତ୍ ଓ ଅସ୍ମାବତ୍ ଓ ସିମ୍ରିକି ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା ।
37. ମୋତ୍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ;
38. ପୁଣି ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ୍, ବୋଖରୁ ଓ ଇଶ୍ମାୟେଲ ଓ ଶିୟରୀୟ ଓ ଓବଦୀୟ ଓ ହାନନ୍ । ଏସମସ୍ତେ ଆତ୍ସେଲର ପୁତ୍ର ।
39. ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ଵିତୀୟ ଯିୟୂଶ ଓ ତୃତୀୟ ଏଲୀଫେଲଟ୍ ।
40. ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ । ଏସମସ୍ତେ ବିନ୍ୟାମୀନର ସନ୍ତାନ ।

Notes

No Verse Added

Total 29 Chapters, Current Chapter 8 of Total Chapters 29
ପ୍ରଥମ ବଂଶାବଳୀ 8:12
1. ବିନ୍ୟାମୀନ ଆପଣା ଜ୍ୟେଷ୍ଠ ବେଲା, ଦ୍ଵିତୀୟ ଅସ୍ବେଲ ତୃତୀୟ ଅହର୍ହ;
2. ଚତୁର୍ଥ ନୋହା, ପଞ୍ଚମ ରାଫାକୁ ଜାତ କଲା
3. ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର ଗେରା ଅବୀହୂଦ
4. ଅବୀଶୟ ନାମାନ୍ ଆହୋହ
5. ଗେରା ଶଫୂଫନ୍ ହୂରମ୍
6. ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତକୁ ନିଆଯାଇ ଥିଲେ
7. ଆଉ ସେ ନାମାନ୍, ଅହୀୟ ଗେରାକୁ ବନ୍ଦୀ କରି ନେଇଗଲା ସେ ଉଷ ଅହୀହୂଦକୁ ଜାତ କଲା
8. ପୁଣି ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍ ବାରା ତାହାର ଭାର୍ଯ୍ୟା ଥିଲେ
9. ପୁଣି ସେ ଆପଣା ଭାର୍ଯ୍ୟା ହୋଦଶ୍ର ଗର୍ଭରେ ଯୋବବ୍ ସିବୀୟ ମେଶା ମଲକମ୍
10. ଯିୟୂଶ ଶଖୀୟ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ପିତୃବଂଶପ୍ରଧାନ ଥିଲେ
11. ଆଉ ସେ ହୂଶୀମ୍ ଗର୍ଭରେ ଆବୀଟୂବ ଇଲ୍ପାଲକୁ ଜାତ କଲା
12. ଆଉ ଇଲ୍ପାଲର ପୁତ୍ର ଏବର୍ ମିଶୀୟମ୍, ପୁଣି ସମସ୍ତ ଉପନଗର ସମେତ ଓନୋର ଲୋଦର ପତ୍ତନକାରୀ ଶେମଦ୍
13. ବରୀୟ ଶେମା, ଏମାନେ ଅୟାଲୋନ ନିବାସୀମାନଙ୍କର ପିତୃବଂଶପ୍ରଧାନ ଥିଲେ, ଆଉ ଏମାନେ ଗାଥ୍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ
14. ପୁଣି ବରୀୟର ପୁତ୍ର ଅହୀୟୋ ଶାଶକ୍ ଯିରେମୋତ୍
15. ସବଦୀୟ ଅରାଦ୍ ଏଦର
16. ମୀଖାୟେଲ ଯିଶ୍ପା ଯୋହ;
17. ଆଉ ଇଲ୍ପାଲର ପୁତ୍ର ସବଦୀୟ ମଶୁଲ୍ଲମ୍ ହିଷ୍କି ହେବର
18. ଯିଷ୍ମରୟ ଯିଷ୍ଲୀୟ ଯୋବବ୍
19. ଆଉ ଶିମୀୟିର ପୁତ୍ର ଯାକୀମ୍ ସିଖ୍ରି ସବ୍ଦି
20. ଇଲୀ-ଐନୟ ସିଲ୍ଲଥୟ ଇଲୀୟେଲ
21. ଅଦାୟା ବରାୟା ଶିମ୍ରତ୍;
22. ଆଉ ଶାଶକ୍ର ପୁତ୍ର ଯିଶ୍ପନ୍ ଏବର ଇଲୀୟେଲ
23. ଅବଦୋନ୍ ସିଖ୍ରି ହାନନ୍
24. ହନାନୀୟ ଏଲମ୍ ଅନ୍ତୋଥୀୟ
25. ଯିଫଦୀୟ ପନୁୟେଲ;
26. ଆଉ, ଯିରୋହମର ସନ୍ତାନ ଶମ୍ଶରୟ ଶହରୀୟ ଅଥଲୀୟ
27. ଯାରିଶୀୟ ଏଲୀୟ ସିଖ୍ରି;
28. ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ
29. ଆଉ ଗିବୀୟୋନର ପିତା ଯିୟେଲ ଗିବୀୟୋନରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା
30. ତାହାର ପ୍ରଥମଜାତ ପୁତ୍ର ଅବ୍ଦୋନ୍, ତହୁଁ ସୂର୍ କୀଶ୍ ବାଲ୍ ନାଦବ୍
31. ଗଦୋର ଅହୀୟୋ ସଖର;
32. ପୁଣି ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ
33. ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା ଶାଉଲ ଯୋନାଥନ ମଲ୍‍କୀଶୟ ଅବୀନାଦବ୍ ଇଶ୍ବାଲକୁ ଜାତ କଲେ
34. ପୁଣି ମରୀବ୍ବାଲ୍ ଯୋନାଥନର ପୁତ୍ର ଥିଲା ମରୀବ୍ବାଲ ମୀଖାକୁ ଜାତ କଲା
35. ମୀଖାର ପୁତ୍ର ପିଥୋନ୍ ମେଲକ୍ ତରେୟ ଆହସ
36. ଆଉ, ଆହସ ଯିହୋୟାଦାକୁ ଜାତ କଲା, ପୁଣି ଯିହୋୟାଦା ଆଲେମତ୍ ଅସ୍ମାବତ୍ ସିମ୍ରିକି ଜାତ କଲା ସିମ୍ରି ମୋତ୍ସାକୁ ଜାତ କଲା
37. ମୋତ୍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ;
38. ପୁଣି ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ୍, ବୋଖରୁ ଇଶ୍ମାୟେଲ ଶିୟରୀୟ ଓବଦୀୟ ହାନନ୍ ଏସମସ୍ତେ ଆତ୍ସେଲର ପୁତ୍ର
39. ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ଵିତୀୟ ଯିୟୂଶ ତୃତୀୟ ଏଲୀଫେଲଟ୍
40. ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ସେମାନଙ୍କର ଅନେକ ପୁତ୍ର ପୌତ୍ର, ଏକ ଶହ ପଚାଶ ଜଣ ଥିଲେ ଏସମସ୍ତେ ବିନ୍ୟାମୀନର ସନ୍ତାନ
Total 29 Chapters, Current Chapter 8 of Total Chapters 29
×

Alert

×

oriya Letters Keypad References