ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୂଢ଼ ମନେ ମନେ କହିଅଛି, ପରମେଶ୍ଵର ନାହାନ୍ତି । ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ ।
2. ବିବେଚକ ଓ ପରମେଶ୍ଵରଙ୍କ ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ ।
3. ସେସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ ।
4. ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ ।
5. ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ଵର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି ।
6. ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି ।
7. ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉଣ!

Notes

No Verse Added

Total 150 Chapters, Current Chapter 14 of Total Chapters 150
ଗୀତସଂହିତା 14:35
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ ମୂଢ଼ ମନେ ମନେ କହିଅଛି, ପରମେଶ୍ଵର ନାହାନ୍ତି ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ
2. ବିବେଚକ ପରମେଶ୍ଵରଙ୍କ ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ
3. ସେସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ
4. ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ
5. ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ଵର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି
6. ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି
7. ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉଣ!
Total 150 Chapters, Current Chapter 14 of Total Chapters 150
×

Alert

×

oriya Letters Keypad References