ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରିବ?
2. ଯେଉଁ ଜନ ସରଳାଚରଣ ଓ ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ ।
3. ଯେ ଆପଣା ଜିହ୍ଵାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ ।
4. ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ । ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ ।
5. ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ । ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ ।

Notes

No Verse Added

Total 150 Chapters, Current Chapter 15 of Total Chapters 150
ଗୀତସଂହିତା 15
1. ଦାଉଦଙ୍କର ଗୀତ ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରିବ?
2. ଯେଉଁ ଜନ ସରଳାଚରଣ ଧର୍ମକର୍ମ କରେ ଆପଣା ଅନ୍ତଃକରଣରେ ସତ୍ୟ କହେ
3. ଯେ ଆପଣା ଜିହ୍ଵାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ
4. ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ
5. ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ
Total 150 Chapters, Current Chapter 15 of Total Chapters 150
×

Alert

×

oriya Letters Keypad References