ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ-ଗୀତ । ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ ।
2. କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;
3. ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;
4. ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ ।
5. ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ;
6. ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ ।

Notes

No Verse Added

Total 150 Chapters, Current Chapter 128 of Total Chapters 150
ଗୀତସଂହିତା 128:12
1. ଆରୋହଣ-ଗୀତ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ
2. କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;
3. ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;
4. ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ
5. ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ;
6. ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ
Total 150 Chapters, Current Chapter 128 of Total Chapters 150
×

Alert

×

oriya Letters Keypad References