2. ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ଵରୂପ, ଯାହା ଦାଢ଼ିରେ, ଅର୍ଥାତ୍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା ।
|
3. ତାହା ହର୍ମୋଣର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ । କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନ; ଜୀବନ ଆଜ୍ଞା କଲେ ।
|