ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଧନ୍ୟବାଦାର୍ଥକ ଗୀତ ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର ।
2. ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ ।
3. ସଦାପ୍ରଭୁ ଯେ ପରମେଶ୍ଵର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ ।
4. ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ଵାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର ।
5. କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ଵସ୍ତତା ପୁରୁଷାନୁକ୍ରମରେ ଥାଏ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 100 / 150
ଗୀତସଂହିତା 100
1 ଧନ୍ୟବାଦାର୍ଥକ ଗୀତ ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର । 2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ । 3 ସଦାପ୍ରଭୁ ଯେ ପରମେଶ୍ଵର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ । 4 ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ଵାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର । 5 କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ଵସ୍ତତା ପୁରୁଷାନୁକ୍ରମରେ ଥାଏ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 100 / 150
Common Bible Languages
West Indian Languages
×

Alert

×

oriya Letters Keypad References