ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ଵିତ; ସଦାପ୍ରଭୁ ବସ୍ତ୍ରାନ୍ଵିତ ହୋଇ ବଳରେ ଆପଣା କଟି ବାନ୍ଧିଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ ।
2. ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ ।
3. ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ଵନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି ।
4. ଜଳରାଶିର ଧ୍ଵନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ଵସ୍ଥ ସଦାପ୍ରଭୁ ବଳବାନ ।
5. ତୁମ୍ଭର ପ୍ରମାଣବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 93 / 150
ଗୀତସଂହିତା 93:87
1 ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ଵିତ; ସଦାପ୍ରଭୁ ବସ୍ତ୍ରାନ୍ଵିତ ହୋଇ ବଳରେ ଆପଣା କଟି ବାନ୍ଧିଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ । 2 ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ । 3 ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ଵନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି । 4 ଜଳରାଶିର ଧ୍ଵନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ଵସ୍ଥ ସଦାପ୍ରଭୁ ବଳବାନ । 5 ତୁମ୍ଭର ପ୍ରମାଣବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 93 / 150
Common Bible Languages
West Indian Languages
×

Alert

×

oriya Letters Keypad References