ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍; ଗୁମ୍ପାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ । ହେ ପରମେଶ୍ଵର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି ।
2. ମୁଁ ସର୍ବୋପରିସ୍ଥ ପରମେଶ୍ଵରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ଵରଙ୍କ ନିକଟରେ ଡାକ ପକାଇବି ।
3. ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ଵର୍ଗରୁ ପଠାଇ ମୋତେ ତ୍ରାଣ କରିବେନ୍ତଣ [ସେଲା ପରମେଶ୍ଵର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ ।
4. ମୋʼ ପ୍ରାଣ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ଵଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦ; ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି ଜିହ୍ଵା ତୀକ୍ଷ୍ଣ ଖଡ଼୍‍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ ।
5. ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ ।
6. ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ସେମାନେ ଆପେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି । [ସେଲା
7. ହେ ପରମେଶ୍ଵର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି ।
8. ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି ।
9. ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି ।
10. କାରଣ ତୁମ୍ଭର ଦୟା ସ୍ଵର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ ।
11. ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 57 / 150
ଗୀତସଂହିତା 57:4
1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍; ଗୁମ୍ପାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ । ହେ ପରମେଶ୍ଵର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି । 2 ମୁଁ ସର୍ବୋପରିସ୍ଥ ପରମେଶ୍ଵରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ଵରଙ୍କ ନିକଟରେ ଡାକ ପକାଇବି । 3 ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ଵର୍ଗରୁ ପଠାଇ ମୋତେ ତ୍ରାଣ କରିବେନ୍ତଣ [ସେଲା ପରମେଶ୍ଵର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ । 4 ମୋʼ ପ୍ରାଣ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ଵଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦ; ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି ଜିହ୍ଵା ତୀକ୍ଷ୍ଣ ଖଡ଼୍‍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ । 5 ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ । 6 ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ସେମାନେ ଆପେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି । [ସେଲା 7 ହେ ପରମେଶ୍ଵର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି । 8 ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି । 9 ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି । 10 କାରଣ ତୁମ୍ଭର ଦୟା ସ୍ଵର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ । 11 ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 57 / 150
Common Bible Languages
West Indian Languages
×

Alert

×

oriya Letters Keypad References