ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର ।
2. ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ ।
3. ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ ।
4. ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ତଳ ଉପରେ ଉଚ୍ଚୀକୃତ । ଯାହାଙ୍କର ଆସନ ଊର୍ଦ୍ଧ୍ଵରେ,
5. ଯେ ଆକାଶ ଓ ପୃଥିବୀକି ଦେଖିବା ପାଇଁ ଆପଣାକୁ ନତ କରନ୍ତି,
6. ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ତୁଲ୍ୟ କିଏ?
7. ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,
8. ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି ।
9. ସେ ବନ୍ଧ୍ୟା ସ୍ତ୍ରୀକି ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 113 / 150
ଗୀତସଂହିତା 113
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର । 2 ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ । 3 ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ । 4 ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ତଳ ଉପରେ ଉଚ୍ଚୀକୃତ । ଯାହାଙ୍କର ଆସନ ଊର୍ଦ୍ଧ୍ଵରେ, 5 ଯେ ଆକାଶ ଓ ପୃଥିବୀକି ଦେଖିବା ପାଇଁ ଆପଣାକୁ ନତ କରନ୍ତି, 6 ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ତୁଲ୍ୟ କିଏ? 7 ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ, 8 ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି । 9 ସେ ବନ୍ଧ୍ୟା ସ୍ତ୍ରୀକି ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 113 / 150
Common Bible Languages
West Indian Languages
×

Alert

×

oriya Letters Keypad References