ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦକାର ନିମନ୍ତେ ଶମୀନୀତ୍ ସ୍ଵରରେ ଦାଉଦଙ୍କର ଗୀତ । ସଦାପ୍ରଭୋ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଉଅଛି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ଵସ୍ତ ଲୋକର ହ୍ରାସ ହେଉଅଛି ।
2. ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ସଙ୍ଗେ ଅସାର କଥା କହନ୍ତି । ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ଵିଧାଚିତ୍ତରେ କଥା କହନ୍ତି ।
3. ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ଵା ଉଚ୍ଛିନ୍ନ କରିବେ;
4. ସେମାନେ କହନ୍ତି, ଆମ୍ଭେମାନେ ଜିହ୍ଵା ଦ୍ଵାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ?
5. ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା ।
6. ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତଥର ପରିଷ୍କୃତ ରୂପା ତୁଲ୍ୟ ।
7. ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ ।
8. ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 150
1 ପ୍ରଧାନ ବାଦକାର ନିମନ୍ତେ ଶମୀନୀତ୍ ସ୍ଵରରେ ଦାଉଦଙ୍କର ଗୀତ । ସଦାପ୍ରଭୋ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଉଅଛି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ଵସ୍ତ ଲୋକର ହ୍ରାସ ହେଉଅଛି । 2 ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ସଙ୍ଗେ ଅସାର କଥା କହନ୍ତି । ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ଵିଧାଚିତ୍ତରେ କଥା କହନ୍ତି । 3 ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ଵା ଉଚ୍ଛିନ୍ନ କରିବେ; 4 ସେମାନେ କହନ୍ତି, ଆମ୍ଭେମାନେ ଜିହ୍ଵା ଦ୍ଵାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ? 5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା । 6 ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତଥର ପରିଷ୍କୃତ ରୂପା ତୁଲ୍ୟ । 7 ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ । 8 ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 150
×

Alert

×

Oriya Letters Keypad References