ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ-ଗୀତ । ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି ।
2. ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ ।
3. ହେ ସଦାପ୍ରଭୋ, ତୁମ୍ଭେ ଯେବେ ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ?
4. ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି ।
5. ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି,
6. ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ;
7. ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ;
8. ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 130 / 150
1 ଆରୋହଣ-ଗୀତ । ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି । 2 ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ । 3 ହେ ସଦାପ୍ରଭୋ, ତୁମ୍ଭେ ଯେବେ ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ? 4 ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି । 5 ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି, 6 ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; 7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; 8 ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 130 / 150
×

Alert

×

Oriya Letters Keypad References