ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ
1. ବିନ୍ୟାମୀନ ଆପଣା ଜ୍ୟେଷ୍ଠ ବେଲା, ଦ୍ଵିତୀୟ ଅସ୍ବେଲ ଓ ତୃତୀୟ ଅହର୍ହ;
2. ଚତୁର୍ଥ ନୋହା, ପଞ୍ଚମ ରାଫାକୁ ଜାତ କଲା ।
3. ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର ଓ ଗେରା ଓ ଅବୀହୂଦ
4. ଓ ଅବୀଶୟ ଓ ନାମାନ୍ ଓ ଆହୋହ
5. ଓ ଗେରା ଓ ଶଫୂଫନ୍ ଓ ହୂରମ୍ ।
6. ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତକୁ ନିଆଯାଇ ଥିଲେ ।
7. ଆଉ ସେ ନାମାନ୍, ଅହୀୟ ଓ ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦକୁ ଜାତ କଲା ।
8. ପୁଣି ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍ ଓ ବାରା ତାହାର ଭାର୍ଯ୍ୟା ଥିଲେ ।
9. ପୁଣି ସେ ଆପଣା ଭାର୍ଯ୍ୟା ହୋଦଶ୍ର ଗର୍ଭରେ ଯୋବବ୍ ଓ ସିବୀୟ ଓ ମେଶା ଓ ମଲକମ୍
10. ଓ ଯିୟୂଶ ଓ ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶପ୍ରଧାନ ଥିଲେ ।
11. ଆଉ ସେ ହୂଶୀମ୍ ଗର୍ଭରେ ଆବୀଟୂବ ଓ ଇଲ୍ପାଲକୁ ଜାତ କଲା ।
12. ଆଉ ଇଲ୍ପାଲର ପୁତ୍ର ଏବର୍ ଓ ମିଶୀୟମ୍, ପୁଣି ସମସ୍ତ ଉପନଗର ସମେତ ଓନୋର ଓ ଲୋଦର ପତ୍ତନକାରୀ ଶେମଦ୍
13. ଓ ବରୀୟ ଓ ଶେମା, ଏମାନେ ଅୟାଲୋନ ନିବାସୀମାନଙ୍କର ପିତୃବଂଶପ୍ରଧାନ ଥିଲେ, ଆଉ ଏମାନେ ଗାଥ୍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ ।
14. ପୁଣି ବରୀୟର ପୁତ୍ର ଅହୀୟୋ ଓ ଶାଶକ୍ ଓ ଯିରେମୋତ୍
15. ଓ ସବଦୀୟ ଓ ଅରାଦ୍ ଓ ଏଦର
16. ଓ ମୀଖାୟେଲ ଓ ଯିଶ୍ପା ଓ ଯୋହ;
17. ଆଉ ଇଲ୍ପାଲର ପୁତ୍ର ସବଦୀୟ ଓ ମଶୁଲ୍ଲମ୍ ଓ ହିଷ୍କି ଓ ହେବର
18. ଓ ଯିଷ୍ମରୟ ଓ ଯିଷ୍ଲୀୟ ଓ ଯୋବବ୍ ।
19. ଆଉ ଶିମୀୟିର ପୁତ୍ର ଯାକୀମ୍ ଓ ସିଖ୍ରି ଓ ସବ୍ଦି
20. ଓ ଇଲୀ-ଐନୟ ଓ ସିଲ୍ଲଥୟ ଓ ଇଲୀୟେଲ
21. ଓ ଅଦାୟା ଓ ବରାୟା ଓ ଶିମ୍ରତ୍;
22. ଆଉ ଶାଶକ୍ର ପୁତ୍ର ଯିଶ୍ପନ୍ ଓ ଏବର ଓ ଇଲୀୟେଲ
23. ଓ ଅବଦୋନ୍ ଓ ସିଖ୍ରି ଓ ହାନନ୍
24. ଓ ହନାନୀୟ ଓ ଏଲମ୍ ଓ ଅନ୍ତୋଥୀୟ
25. ଓ ଯିଫଦୀୟ ଓ ପନୁୟେଲ;
26. ଆଉ, ଯିରୋହମର ସନ୍ତାନ ଶମ୍ଶରୟ ଓ ଶହରୀୟ ଓ ଅଥଲୀୟ
27. ଓ ଯାରିଶୀୟ ଓ ଏଲୀୟ ଓ ସିଖ୍ରି;
28. ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ ।
29. ଆଉ ଗିବୀୟୋନର ପିତା ଯିୟେଲ ଗିବୀୟୋନରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା ।
30. ତାହାର ପ୍ରଥମଜାତ ପୁତ୍ର ଅବ୍ଦୋନ୍, ତହୁଁ ସୂର୍ ଓ କୀଶ୍ ଓ ବାଲ୍ ଓ ନାଦବ୍
31. ଓ ଗଦୋର ଓ ଅହୀୟୋ ଓ ସଖର;
32. ପୁଣି ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା । ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ ।
33. ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା ଓ ଶାଉଲ ଯୋନାଥନ ଓ ମଲ୍‍କୀଶୟ ଓ ଅବୀନାଦବ୍ ଓ ଇଶ୍ବାଲକୁ ଜାତ କଲେ ।
34. ପୁଣି ମରୀବ୍ବାଲ୍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ ମୀଖାକୁ ଜାତ କଲା ।
35. ମୀଖାର ପୁତ୍ର ପିଥୋନ୍ ଓ ମେଲକ୍ ଓ ତରେୟ ଓ ଆହସ ।
36. ଆଉ, ଆହସ ଯିହୋୟାଦାକୁ ଜାତ କଲା, ପୁଣି ଯିହୋୟାଦା ଆଲେମତ୍ ଓ ଅସ୍ମାବତ୍ ଓ ସିମ୍ରିକି ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା ।
37. ମୋତ୍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ;
38. ପୁଣି ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ୍, ବୋଖରୁ ଓ ଇଶ୍ମାୟେଲ ଓ ଶିୟରୀୟ ଓ ଓବଦୀୟ ଓ ହାନନ୍ । ଏସମସ୍ତେ ଆତ୍ସେଲର ପୁତ୍ର ।
39. ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ଵିତୀୟ ଯିୟୂଶ ଓ ତୃତୀୟ ଏଲୀଫେଲଟ୍ ।
40. ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ । ଏସମସ୍ତେ ବିନ୍ୟାମୀନର ସନ୍ତାନ ।

Notes

No Verse Added

Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 29
ପ୍ରଥମ ବଂଶାବଳୀ 8:44
1 ବିନ୍ୟାମୀନ ଆପଣା ଜ୍ୟେଷ୍ଠ ବେଲା, ଦ୍ଵିତୀୟ ଅସ୍ବେଲ ଓ ତୃତୀୟ ଅହର୍ହ; 2 ଚତୁର୍ଥ ନୋହା, ପଞ୍ଚମ ରାଫାକୁ ଜାତ କଲା । 3 ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର ଓ ଗେରା ଓ ଅବୀହୂଦ 4 ଓ ଅବୀଶୟ ଓ ନାମାନ୍ ଓ ଆହୋହ 5 ଓ ଗେରା ଓ ଶଫୂଫନ୍ ଓ ହୂରମ୍ । 6 ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତକୁ ନିଆଯାଇ ଥିଲେ । 7 ଆଉ ସେ ନାମାନ୍, ଅହୀୟ ଓ ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦକୁ ଜାତ କଲା । 8 ପୁଣି ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍ ଓ ବାରା ତାହାର ଭାର୍ଯ୍ୟା ଥିଲେ । 9 ପୁଣି ସେ ଆପଣା ଭାର୍ଯ୍ୟା ହୋଦଶ୍ର ଗର୍ଭରେ ଯୋବବ୍ ଓ ସିବୀୟ ଓ ମେଶା ଓ ମଲକମ୍ 10 ଓ ଯିୟୂଶ ଓ ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶପ୍ରଧାନ ଥିଲେ । 11 ଆଉ ସେ ହୂଶୀମ୍ ଗର୍ଭରେ ଆବୀଟୂବ ଓ ଇଲ୍ପାଲକୁ ଜାତ କଲା । 12 ଆଉ ଇଲ୍ପାଲର ପୁତ୍ର ଏବର୍ ଓ ମିଶୀୟମ୍, ପୁଣି ସମସ୍ତ ଉପନଗର ସମେତ ଓନୋର ଓ ଲୋଦର ପତ୍ତନକାରୀ ଶେମଦ୍ 13 ଓ ବରୀୟ ଓ ଶେମା, ଏମାନେ ଅୟାଲୋନ ନିବାସୀମାନଙ୍କର ପିତୃବଂଶପ୍ରଧାନ ଥିଲେ, ଆଉ ଏମାନେ ଗାଥ୍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ । 14 ପୁଣି ବରୀୟର ପୁତ୍ର ଅହୀୟୋ ଓ ଶାଶକ୍ ଓ ଯିରେମୋତ୍ 15 ଓ ସବଦୀୟ ଓ ଅରାଦ୍ ଓ ଏଦର 16 ଓ ମୀଖାୟେଲ ଓ ଯିଶ୍ପା ଓ ଯୋହ; 17 ଆଉ ଇଲ୍ପାଲର ପୁତ୍ର ସବଦୀୟ ଓ ମଶୁଲ୍ଲମ୍ ଓ ହିଷ୍କି ଓ ହେବର 18 ଓ ଯିଷ୍ମରୟ ଓ ଯିଷ୍ଲୀୟ ଓ ଯୋବବ୍ । 19 ଆଉ ଶିମୀୟିର ପୁତ୍ର ଯାକୀମ୍ ଓ ସିଖ୍ରି ଓ ସବ୍ଦି 20 ଓ ଇଲୀ-ଐନୟ ଓ ସିଲ୍ଲଥୟ ଓ ଇଲୀୟେଲ 21 ଓ ଅଦାୟା ଓ ବରାୟା ଓ ଶିମ୍ରତ୍; 22 ଆଉ ଶାଶକ୍ର ପୁତ୍ର ଯିଶ୍ପନ୍ ଓ ଏବର ଓ ଇଲୀୟେଲ 23 ଓ ଅବଦୋନ୍ ଓ ସିଖ୍ରି ଓ ହାନନ୍ 24 ଓ ହନାନୀୟ ଓ ଏଲମ୍ ଓ ଅନ୍ତୋଥୀୟ 25 ଓ ଯିଫଦୀୟ ଓ ପନୁୟେଲ; 26 ଆଉ, ଯିରୋହମର ସନ୍ତାନ ଶମ୍ଶରୟ ଓ ଶହରୀୟ ଓ ଅଥଲୀୟ 27 ଓ ଯାରିଶୀୟ ଓ ଏଲୀୟ ଓ ସିଖ୍ରି; 28 ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ । 29 ଆଉ ଗିବୀୟୋନର ପିତା ଯିୟେଲ ଗିବୀୟୋନରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା । 30 ତାହାର ପ୍ରଥମଜାତ ପୁତ୍ର ଅବ୍ଦୋନ୍, ତହୁଁ ସୂର୍ ଓ କୀଶ୍ ଓ ବାଲ୍ ଓ ନାଦବ୍ 31 ଓ ଗଦୋର ଓ ଅହୀୟୋ ଓ ସଖର; 32 ପୁଣି ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା । ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ । 33 ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା ଓ ଶାଉଲ ଯୋନାଥନ ଓ ମଲ୍‍କୀଶୟ ଓ ଅବୀନାଦବ୍ ଓ ଇଶ୍ବାଲକୁ ଜାତ କଲେ । 34 ପୁଣି ମରୀବ୍ବାଲ୍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ ମୀଖାକୁ ଜାତ କଲା । 35 ମୀଖାର ପୁତ୍ର ପିଥୋନ୍ ଓ ମେଲକ୍ ଓ ତରେୟ ଓ ଆହସ । 36 ଆଉ, ଆହସ ଯିହୋୟାଦାକୁ ଜାତ କଲା, ପୁଣି ଯିହୋୟାଦା ଆଲେମତ୍ ଓ ଅସ୍ମାବତ୍ ଓ ସିମ୍ରିକି ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା । 37 ମୋତ୍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ; 38 ପୁଣି ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ୍, ବୋଖରୁ ଓ ଇଶ୍ମାୟେଲ ଓ ଶିୟରୀୟ ଓ ଓବଦୀୟ ଓ ହାନନ୍ । ଏସମସ୍ତେ ଆତ୍ସେଲର ପୁତ୍ର । 39 ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ଵିତୀୟ ଯିୟୂଶ ଓ ତୃତୀୟ ଏଲୀଫେଲଟ୍ । 40 ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ । ଏସମସ୍ତେ ବିନ୍ୟାମୀନର ସନ୍ତାନ ।
Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 29
Common Bible Languages
West Indian Languages
×

Alert

×

oriya Letters Keypad References