2. ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟକୁ ଯେଉଁ ମହତ୍ତ୍ଵ ଦେଇ ଉଚ୍ଚପଦରେ ନିଯୁକ୍ତ କଲା, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ?
|
3. କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ଵେରଶ ରାଜାର ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭାତ୍ରୁସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ଵେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲା ।
|