3. ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ଯେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି!
|
7. ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ, ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି ।
|
9. ସେ କାର୍ଯ୍ୟ କଲା ବେଳେ ବାମ ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ; ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ ।
|
10. ମାତ୍ର ମୁଁ ଯେଉଁ ପଥ ଅବଲମ୍ଵନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି ।
|
12. ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି ।
|
13. ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି ।
|
17. ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି, କିଅବା ସେ ମୋʼ ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ ।
|