3. (କାରଣ ଏବେ ହେଁ ମୋର ଜୀବନ ମୋʼ ମଧ୍ୟରେ ସୁସ୍ଥ ଅଛି ଓ ମୋʼ ନାସିକାରେ ପରମେଶ୍ଵର ଦତ୍ତ ନିଶ୍ଵାସ ଅଛିନ୍ତ) ସେ ଜୀବିତ ଥିବା ପ୍ରମାଣେ,
|
5. ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ ।
|
6. ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବାଯାଏ ମୋʼ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ ।
|
11. ମୁଁ ପରମେଶ୍ଵରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି; ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ ।
|
13. ପରମେଶ୍ଵରଙ୍କ ନିକଟରେ ଦୁଷ୍ଟଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାର ପ୍ରାପ୍ତ ହୁଅନ୍ତି ।
|
14. ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ଼୍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ ।
|