ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଧନ୍ୟବାଦାର୍ଥକ ଗୀତ ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର ।
2. ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ ।
3. ସଦାପ୍ରଭୁ ଯେ ପରମେଶ୍ଵର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ ।
4. ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ଵାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର ।
5. କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ଵସ୍ତତା ପୁରୁଷାନୁକ୍ରମରେ ଥାଏ ।

Notes

No Verse Added

Total 150 Chapters, Current Chapter 100 of Total Chapters 150
ଗୀତସଂହିତା 100:25
1. ଧନ୍ୟବାଦାର୍ଥକ ଗୀତ ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର
2. ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ
3. ସଦାପ୍ରଭୁ ଯେ ପରମେଶ୍ଵର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ତାହାଙ୍କ ଚରାସ୍ଥାନର ମେଷ
4. ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ଵାରରେ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ତାହାଙ୍କ ନାମର ଗୁଣାନୁବାଦ କର
5. କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ଵସ୍ତତା ପୁରୁଷାନୁକ୍ରମରେ ଥାଏ
Total 150 Chapters, Current Chapter 100 of Total Chapters 150
×

Alert

×

oriya Letters Keypad References