ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର ।
2. କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।

Notes

No Verse Added

Total 150 Chapters, Current Chapter 117 of Total Chapters 150
ଗୀତସଂହିତା 117:48
1. ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର
2. କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର
Total 150 Chapters, Current Chapter 117 of Total Chapters 150
×

Alert

×

oriya Letters Keypad References