2. ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ ।
|
3. ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ ।
|