ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ-ଗୀତ । ସଦାପ୍ରଭୁ ସିୟୋନର ଦାସତ୍ଵାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ଵପ୍ନଦର୍ଶକ-ମାନଙ୍କ ପରି ଥିଲୁ ।
2. ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ଵା ଗାୟନରେ ପରିପୂର୍ଣ୍ଣ ହେଲା;
3. ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ ।
4. ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ଵାବସ୍ଥା ପରିବର୍ତ୍ତନ କର ।
5. ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ ।
6. ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ ।

Notes

No Verse Added

Total 150 Chapters, Current Chapter 126 of Total Chapters 150
ଗୀତସଂହିତା 126:42
1. ଆରୋହଣ-ଗୀତ ସଦାପ୍ରଭୁ ସିୟୋନର ଦାସତ୍ଵାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ଵପ୍ନଦର୍ଶକ-ମାନଙ୍କ ପରି ଥିଲୁ
2. ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଜିହ୍ଵା ଗାୟନରେ ପରିପୂର୍ଣ୍ଣ ହେଲା;
3. ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ
4. ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ଵାବସ୍ଥା ପରିବର୍ତ୍ତନ କର
5. ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ
6. ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ
Total 150 Chapters, Current Chapter 126 of Total Chapters 150
×

Alert

×

oriya Letters Keypad References