ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ-ଗୀତ ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କହୁନ୍ତୁ;
2. ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି ।
3. କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ଵ ଲମ୍ଵ ଶିଆର କଲେ ।
4. ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି ।
5. ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ ।
6. ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;
7. ଯଦ୍ଦ୍ଵାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନ-କାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ ।
8. କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ, ଏହା ପଥିକମାନେ କହନ୍ତି ନାହିଁ ।

Notes

No Verse Added

Total 150 Chapters, Current Chapter 129 of Total Chapters 150
ଗୀତସଂହିତା 129:21
1. ଆରୋହଣ-ଗୀତ ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କହୁନ୍ତୁ;
2. ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି
3. କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ଵ ଲମ୍ଵ ଶିଆର କଲେ
4. ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି
5. ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ
6. ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;
7. ଯଦ୍ଦ୍ଵାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନ-କାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ
8. କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ, ଏହା ପଥିକମାନେ କହନ୍ତି ନାହିଁ
Total 150 Chapters, Current Chapter 129 of Total Chapters 150
×

Alert

×

oriya Letters Keypad References