ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ-ଗୀତ; ଦାଉଦଙ୍କ ରଚିତ । ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୁଷ୍ଟି ଉଚ୍ଚ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ ।
2. ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶା; ଓ କ୍ଷା; କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି ।
3. ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ଠାରେ ଭରସା ରଖ ।

Notes

No Verse Added

Total 150 Chapters, Current Chapter 131 of Total Chapters 150
ଗୀତସଂହିତା 131:15
1. ଆରୋହଣ-ଗୀତ; ଦାଉଦଙ୍କ ରଚିତ ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୁଷ୍ଟି ଉଚ୍ଚ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ
2. ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶା; କ୍ଷା; କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି
3. ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ଠାରେ ଭରସା ରଖ
Total 150 Chapters, Current Chapter 131 of Total Chapters 150
×

Alert

×

oriya Letters Keypad References