ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ଗୀତ । ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ ।
2. ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି ।
3. ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମପଥରେ ମୋତେ କଢ଼ାଇ ନିଅନ୍ତି ।
4. ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ଵନା ଦିଅନ୍ତି ।
5. ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି ।
6. ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 23 / 150
1 ଦାଉଦଙ୍କର ଗୀତ । ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ । 2 ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି । 3 ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମପଥରେ ମୋତେ କଢ଼ାଇ ନିଅନ୍ତି । 4 ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ଵନା ଦିଅନ୍ତି । 5 ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି । 6 ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 23 / 150
×

Alert

×

Oriya Letters Keypad References