ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ଗୀତ । ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ ।
2. ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି ।
3. ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମପଥରେ ମୋତେ କଢ଼ାଇ ନିଅନ୍ତି ।
4. ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ଵନା ଦିଅନ୍ତି ।
5. ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି ।
6. ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି ।

Notes

No Verse Added

Total 150 Chapters, Current Chapter 23 of Total Chapters 150
ଗୀତସଂହିତା 23:3
1. ଦାଉଦଙ୍କର ଗୀତ ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ
2. ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି
3. ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମପଥରେ ମୋତେ କଢ଼ାଇ ନିଅନ୍ତି
4. ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ତୁମ୍ଭର ବାଡ଼ି ମୋତେ ସାନ୍ତ୍ଵନା ଦିଅନ୍ତି
5. ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି
6. ନିଶ୍ଚୟ ମଙ୍ଗଳ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି
Total 150 Chapters, Current Chapter 23 of Total Chapters 150
×

Alert

×

oriya Letters Keypad References