ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ ।
2. ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି ତୁମ୍ଭେ ମୋତେ ସୁସ୍ଥ କରିଅଛ ।
3. ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ ।
4. ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ ।
5. କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ରସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ରାତ୍ରି ପାଇଁ ପ୍ରବାସ କରିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ ।
6. ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି ।
7. ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ତୁମ୍ଭେ ଆପଣା ମୁଖ ଲୁଚାଇଲ; ମୁଁ ବ୍ୟାକୁଳ ହେଲି ।
8. ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି ।
9. ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?
10. ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ ।
11. ଯେପରି ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ,
12. ଏଥିପାଇଁ ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି ।

Notes

No Verse Added

Total 150 Chapters, Current Chapter 30 of Total Chapters 150
ଗୀତସଂହିତା 30:27
1. ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ
2. ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି ତୁମ୍ଭେ ମୋତେ ସୁସ୍ଥ କରିଅଛ
3. ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ
4. ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ
5. କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ରସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ରାତ୍ରି ପାଇଁ ପ୍ରବାସ କରିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ
6. ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି
7. ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ତୁମ୍ଭେ ଆପଣା ମୁଖ ଲୁଚାଇଲ; ମୁଁ ବ୍ୟାକୁଳ ହେଲି
8. ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି
9. ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?
10. ହେ ସଦାପ୍ରଭୋ, ଶୁଣ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ
11. ଯେପରି ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ନୀରବ ନୋହିବ,
12. ଏଥିପାଇଁ ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି
Total 150 Chapters, Current Chapter 30 of Total Chapters 150
×

Alert

×

oriya Letters Keypad References