ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ । ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ଵର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର ।
2. କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ ।
3. ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନାମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି ।
4. ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ ।
5. ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ଵର୍ଗରେ ଥାଏ; ତୁମ୍ଭର ବିଶ୍ଵସ୍ତତା ଗଗନସ୍ପର୍ଶୀ ।
6. ତୁମ୍ଭର ଧର୍ମ ପରମେଶ୍ଵରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ଵରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ ।
7. ହେ ପରମେଶ୍ଵର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି ।
8. ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ ।
9. କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା ।
10. ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର ।
11. ଅହଂକାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ ।
12. ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 36 / 150
ଗୀତସଂହିତା 36:118
1 ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ । ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ଵର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର । 2 କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ । 3 ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନାମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି । 4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ । 5 ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ଵର୍ଗରେ ଥାଏ; ତୁମ୍ଭର ବିଶ୍ଵସ୍ତତା ଗଗନସ୍ପର୍ଶୀ । 6 ତୁମ୍ଭର ଧର୍ମ ପରମେଶ୍ଵରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ଵରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ । 7 ହେ ପରମେଶ୍ଵର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି । 8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ । 9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା । 10 ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର । 11 ଅହଂକାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ । 12 ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 36 / 150
Common Bible Languages
West Indian Languages
×

Alert

×

oriya Letters Keypad References