ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ମୋହର ଧର୍ମ ସ୍ଵରୂପ ପରମେଶ୍ଵର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ: ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ ।
2. ହେ ମନୁଷ୍ୟସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ଵେଷଣ କରିବ? [ସେଲା
3. ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ୍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ ।
4. ଭୀତ ହୁଅ ଓ ପାପ କର ନାହିଁ ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ । [ସେଲା
5. ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ଵାସ କର ।
6. ଅନେକେ କହନ୍ତି, କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ? ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର ।
7. ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ ।
8. ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।

Notes

No Verse Added

Total 150 Chapters, Current Chapter 4 of Total Chapters 150
ଗୀତସଂହିତା 4
1. ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ ହେ ମୋହର ଧର୍ମ ସ୍ଵରୂପ ପରମେଶ୍ଵର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ: ମୋତେ ଦୟା କର ମୋହର ପ୍ରାର୍ଥନା ଶୁଣ
2. ହେ ମନୁଷ୍ୟସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ମିଥ୍ୟାର ଅନ୍ଵେଷଣ କରିବ? ସେଲା
3. ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ୍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ
4. ଭୀତ ହୁଅ ପାପ କର ନାହିଁ ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ ସେଲା
5. ଧର୍ମବଳି ଉତ୍ସର୍ଗ କର ସଦାପ୍ରଭୁଙ୍କଠାରେ ବିଶ୍ଵାସ କର
6. ଅନେକେ କହନ୍ତି, କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ? ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର
7. ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ
8. ମୁଁ ଶାନ୍ତିରେ ଶୟନ କରିବି ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।
Total 150 Chapters, Current Chapter 4 of Total Chapters 150
×

Alert

×

oriya Letters Keypad References