1. ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନ-ଗଣର ଗୀତ; ଅଲ୍ମୋତ୍ ସ୍ଵରର ଗୀତ । ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ ।
|
3. ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ । ସେଲା
|
4. ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ଵରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ରସ୍ଥାନକୁ ଆନନ୍ଦିତ କରେ ।
|
9. ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ତ ଖଣ୍ତ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି ।
|
10. କ୍ଷା; ହୁଅ, ଆମ୍ଭେ ପରମେଶ୍ଵର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ ।
|