ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ଵରରେ ଦାଉଦଙ୍କର ମସ୍କୀଲ୍ । ପରମେଶ୍ଵର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି । ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ ।
2. ବିବେଚକ କେହି ଅଛି କି ନାହିଁ, ପରମେଶ୍ଵରଙ୍କର ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ଵର ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ ।
3. ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ ।
4. ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ?
5. ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ଵର ତୁମ୍ଭ ବିରୁଦ୍ଧରେ ଛାଉଣିକାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ଵର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ ।
6. ଆଃ, ଯେବେ ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତାଣ!

Notes

No Verse Added

Total 150 Chapters, Current Chapter 53 of Total Chapters 150
ଗୀତସଂହିତା 53:25
1. ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ଵରରେ ଦାଉଦଙ୍କର ମସ୍କୀଲ୍ ପରମେଶ୍ଵର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ
2. ବିବେଚକ କେହି ଅଛି କି ନାହିଁ, ପରମେଶ୍ଵରଙ୍କର ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ଵର ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ
3. ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ
4. ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ?
5. ଭୟ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ଵର ତୁମ୍ଭ ବିରୁଦ୍ଧରେ ଛାଉଣିକାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ଵର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ
6. ଆଃ, ଯେବେ ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତାଣ!
Total 150 Chapters, Current Chapter 53 of Total Chapters 150
×

Alert

×

oriya Letters Keypad References