ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍-ଏଲମ୍ ରହୋକୀମ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ । ପଲେଷ୍ଟୀୟମାନେ ତାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ । ହେ ପରମେଶ୍ଵର, ମୋତେ ଦୟା କର; କାରଣ ମନୁଷ୍ୟ ମୋତେ ଗ୍ରାସ କରିବାକୁ ଉଦ୍ୟତ;
2. ମୋହର ଶତ୍ରୁଗଣ ଦିନଯାକ ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ ।
3. ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି ।
4. ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମାଂସପିଣ୍ତ ମୋର କଅଣ କରିପାରେ?
5. ସେମାନେ ଦିନଯାକ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ ।
6. ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି ।
7. ସେମାନେ କʼଣ ଅଧର୍ମ ଦ୍ଵାରା ରକ୍ଷା ପାଇବେ? ହେ ପରମେଶ୍ଵର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର ।
8. ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ । ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ନେତ୍ରଜଳ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ?
9. ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ଵର ମୋହର ସପକ୍ଷ ।
10. ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି । ସଦାପ୍ରଭୁଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି ।
11. ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କʼଣ କରିପାରେ?
12. ହେ ପରମେଶ୍ଵର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି ।
13. କାରଣ ତୁମ୍ଭେ ମୃତ୍ୟୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ଵରଙ୍କ ସମ୍ମୁଖରେ ଗମନା-ଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିନାହଁ?
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 56 / 150
1 ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍-ଏଲମ୍ ରହୋକୀମ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ । ପଲେଷ୍ଟୀୟମାନେ ତାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ । ହେ ପରମେଶ୍ଵର, ମୋତେ ଦୟା କର; କାରଣ ମନୁଷ୍ୟ ମୋତେ ଗ୍ରାସ କରିବାକୁ ଉଦ୍ୟତ; 2 ମୋହର ଶତ୍ରୁଗଣ ଦିନଯାକ ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ । 3 ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି । 4 ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମାଂସପିଣ୍ତ ମୋର କଅଣ କରିପାରେ? 5 ସେମାନେ ଦିନଯାକ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ । 6 ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି । 7 ସେମାନେ କʼଣ ଅଧର୍ମ ଦ୍ଵାରା ରକ୍ଷା ପାଇବେ? ହେ ପରମେଶ୍ଵର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର । 8 ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ । ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ନେତ୍ରଜଳ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ? 9 ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ଵର ମୋହର ସପକ୍ଷ । 10 ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି । ସଦାପ୍ରଭୁଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି । 11 ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କʼଣ କରିପାରେ? 12 ହେ ପରମେଶ୍ଵର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି । 13 କାରଣ ତୁମ୍ଭେ ମୃତ୍ୟୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ଵରଙ୍କ ସମ୍ମୁଖରେ ଗମନା-ଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିନାହଁ?
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 56 / 150
×

Alert

×

Oriya Letters Keypad References