ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ । ପରମେଶ୍ଵର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ । [ସେଲା
2. ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ ।
3. ହେ ପରମେଶ୍ଵର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ ।
4. ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ । [ସେଲା
5. ହେ ପରମେଶ୍ଵର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ ।
6. ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ଵର, ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ ।
7. ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରା; ତାହାଙ୍କୁ ଭୟ କରିବେ ।

Notes

No Verse Added

Total 150 Chapters, Current Chapter 67 of Total Chapters 150
ଗୀତସଂହିତା 67:19
1. ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ ପରମେଶ୍ଵର ଆମ୍ଭମାନଙ୍କୁ ଦୟା କରନ୍ତୁ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ ସେଲା
2. ତହିଁରେ ପୃଥିବୀରେ ତୁମ୍ଭର ପଥ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ
3. ହେ ପରମେଶ୍ଵର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ
4. ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ ସେଲା
5. ହେ ପରମେଶ୍ଵର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ
6. ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ଵର, ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ
7. ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରା; ତାହାଙ୍କୁ ଭୟ କରିବେ
Total 150 Chapters, Current Chapter 67 of Total Chapters 150
×

Alert

×

oriya Letters Keypad References