1. ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ । ପରମେଶ୍ଵର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ । ସେଲା
|
4. ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ । ସେଲା
|