1. ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ । ପରମେଶ୍ଵର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ ।
|
5. ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ ।
|
11. ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ ।
|