ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ-ଗୀତ । ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ ।
2. ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି ।
3. କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ତ ଅବସ୍ଥାନ କରିବ ନାହିଁ ।
4. ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ଵଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର ।
5. ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି,

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 125 / 150
ଗୀତସଂହିତା 125:169
1 ଆରୋହଣ-ଗୀତ । ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ । 2 ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି । 3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ତ ଅବସ୍ଥାନ କରିବ ନାହିଁ । 4 ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ଵଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର । 5 ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି,
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 125 / 150
Common Bible Languages
West Indian Languages
×

Alert

×

oriya Letters Keypad References