ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ଆରୋହଣ-ଗୀତ; ଶଲୋମନଙ୍କ-ରଚିତ । ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ ।
2. ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ଵରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା । କାରଣ ସେହି ପ୍ରକାରେ ସେ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି ।
3. ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର ।
4. ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ ।
5. ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 127 / 150
1 ଆରୋହଣ-ଗୀତ; ଶଲୋମନଙ୍କ-ରଚିତ । ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ । 2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ଵରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା । କାରଣ ସେହି ପ୍ରକାରେ ସେ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି । 3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର । 4 ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ । 5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 127 / 150
×

Alert

×

Oriya Letters Keypad References